Masthead

ରାସ୍ତାରେ ରୋଇଲେ ଧାନ ତଳି

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଅଭିନବ ଉପାୟରେ ପ୍ରତିବାଦ । ଏଭଳି ଦୃଶ୍ୟ ଦେଖବାକୁ ମିଳିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବାଲିମୁଣ୍ଡା ପଞ୍ଚାୟତ ନନ୍ଦପାଟଣା ଗ୍ରାମର ଛିପଆଡିଆ ଗ୍ରାମରେ । ଗ୍ରାମରେ ୬୦ପରିବାର ର ୭୦୦ଲୋକ ବସବାସ କରନ୍ତି । କିନ୍ତୁ ଗାଁକୁ ନାହିଁ ଭଲ ରାସ୍ତା ।

ଏବେବି ଆଣ୍ଡୁଏ ଆଣ୍ଡୁଏ କାଦୁଅ ରାସ୍ତାରେ ଯାତାୟତ କରୁଛନ୍ତି ଗ୍ରାମବାସୀ । ସ୍ୱାଧୀନତାର ୭୨ ବର୍ଷ ପରେ ବି ବିକାଶରୁ ବଞ୍ଚିତ ଅଛନ୍ତି ଗ୍ରାମବାସୀ । ବାରମ୍ବାର ପ୍ରଶାସନଙ୍କୁ ଗୁହାରୀ କଲେ ମଧ୍ୟ ପ୍ରାଶାସନର କାର୍ଯ୍ୟ ଶୂନ୍ୟ । ତେଣୁ ପ୍ରତିବାଦ କରି ଗ୍ରାମବାସୀମାନେ ରାସ୍ତାରେ ଧାନ ତଳି ଲଗାଇ ପ୍ରତିବାଦ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା