Masthead

ମାତୃ ମୃତ୍ୟୁକୁ ନେଇ ଟାଟା ଷ୍ଟିଲ ହସ୍ପିଟାଲରେ ଉତ୍ତେଜନା

ଯୋଡା(ବଡ଼ ଖବର ବ୍ୟୁରୋ): ମାତୃ ମୃତ୍ୟୁକୁ ନେଇ ଯୋଡ଼ା ଟାଟା ଷ୍ଟିଲ ହସ୍ପିଟାଲରେ ଉତ୍ତେଜନା । ଡାକ୍ତରଙ୍କ ଅବହେଳା ଯୋଗୁଁ ମାତୃ ମୃତ୍ୟୁ ହୋଇଥିବା ଅଭିଯୋଗ । ମୃତକ ଯୋଡ଼ା ପୌରାଞ୍ଚଳ ୧୦ ନଂ ୱାର୍ଡ, ଟାଟା ହଟିଂ ଅଞ୍ଚଳର ସ୍ୱପ୍ନା ମୁଣ୍ଡା ।

ଗତ ମଙ୍ଗଳବାର ହସ୍ପିଟାଲରେ ସିଜରିଂ ଦ୍ଵାରା ଯାଆଁଳା ଶିଶୁଙ୍କୁ ଜନ୍ମ ଦେବା ପରେ ଗୁରୁତର ଅବସ୍ଥାରେ ଜାମସେଦପୁର ଟି ଏମ୍ ଏଚକୁ ରେଫର୍ କରିଥିଲେ ଡାକ୍ତର । ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ଟି ଏମ୍ ଏଚରେ ମୃତ୍ୟୁ ଘଟିଥିଲା । ହସ୍ପିଟାଲ ଆଗରେ ଉତ୍ୟକ୍ତ ଲୋକ ଧାରଣା ଦେଇଛନ୍ତି ଓ ଡାକ୍ତରଙ୍କ ବିରୁଦ୍ଧରେ ନାରାବାଜି ଦବା ସହ ଡାକ୍ତରଙ୍କ ବହିଷ୍କାର ଦାବି କରିଛନ୍ତି । ଅନ୍ୟପଟେ ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାସୁଝା କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ଓଡିଶାକୁ ରେଡ୍ ୱାର୍ଣ୍ଣିଂ, ଭିଜିବ ସାରା ରାଜ୍ୟ 🔴 ନୂଆଖାଇ ପାଇଁ ବଲାଙ୍ଗିରରେ ନବାନ୍ନ ଲଗ୍ନ ଧାର୍ଯ୍ୟ 🔴 ୫ ହଜାର କୋଟିର ଫାଇନ୍ ଗଣିବ ମେଟା