Masthead

ଜି-୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଦିଲ୍ଲୀରେ ପହଞ୍ଚିଲେ ସୁନକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଭାରତରେ ହେବାକୁ ଯାଉଛି ଜି-୨୦ ଶିଖର ସମ୍ମିଳନୀ । ଯେଉଁଥିରେ ସାମିଲ ହେବାକୁ ଆସୁଛନ୍ତି ବିଶ୍ୱର ନାମୀଦାମି ବ୍ୟକ୍ତିତ୍ୱ ।ଜି-୨୦ ଶିଖର ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ବ୍ରିଟେନର ପ୍ରଧାନ ମନ୍ତ୍ରୀ ଋଷ ସୁନକ । ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ପହଞ୍ଚିଲେ ଋଷି ସୁନକ । ଦିଲ୍ଲୀ ବିମାନ ବନ୍ଦରରେ ସୁନକଙ୍କର କରାଯାଇଛି ଭବ୍ୟ ସ୍ୱାଗତ । ପ୍ରଧାନମନ୍ତ୍ରୀ ହେବାପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଛନ୍ତି ସୁନକ । ଆଜି ସନ୍ଧ୍ୟାରେ ପହଞ୍ଚିବେ ଆମେରିକା ରାଷ୍ଟ୍ରପତି ବାଇଡେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ