Masthead

ଖାଉଟିଙ୍କ ଉପରେ ମହଙ୍ଗାମାଡ଼: ବଢିଲା ସିଲିଣ୍ଡରର ଦାମ

ନୂଆଦିଲ୍ଲୀ (ବଡ଼ ଖବର): ପୁଣି ବଢିଲା ଗ୍ୟାସ ସିଲିଣ୍ଡର ଦାମ । ପେଟ୍ରୋଲ ଓ ଡିଜେଲ ବଢୁଥିବା ଦାମ ମଧ୍ୟରେ ପୁଣି ତୈଳ କମ୍ପାନୀମାନେ ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରିଛନ୍ତି । ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି ହୋଇଛି । ୧୯ କେଜି ସିଲିଣ୍ଡର ଉପରେ ୭୩.୫୦ ଟଙ୍କା ବୃଦ୍ଧି କରାଯାଇଛି । ଏପଟେ ଘରୋଇ ଗ୍ୟାସ ସିଲିଣ୍ଡରର ଦାମ ସ୍ଥିର ରହିଛି ।

ବ୍ୟବସାୟିକ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି ଫଳରେ ପୁଣି ଖାଦ୍ୟ ସାମଗ୍ରୀର ଦାମ ବଢିବ ବୋଲି ଅନୁମାନ କରାଯାଇଛି। ୧୦ରୁ୧୨ ଦିନ ମଧ୍ୟରେ ତୈଳଦର ବୃଦ୍ଧି ହୋଇ ନଥିବା ବେଳେ ସରକାରୀ ତୈଳ କମ୍ପାନୀମାନେ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରି ପୁଣି ଖାଉଟିଙ୍କ ଉପରେ ମହଙ୍ଗାମାଡ଼ କରିଛନ୍ତି । ଏହି ଗ୍ୟାସ ଦର ବୃଦ୍ଧି ଫଳରେ ଦିଲ୍ଲୀରେ ୧୯ କେଜି ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦାମ ୧୫୫୦ ଟଙ୍କାରୁ ବୃଦ୍ଧି ପାଇ ୧୬୨୩ ଟଙ୍କାରେ ପହଂଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ