Masthead

ପେଟ୍ରୋଲ ଦର ବୃଦ୍ଧି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୨ମାସ ପରେ ପେଟ୍ରୋଲ ଏବଂ ଡିଜେଲ ଦର ବଢିଛି । କ୍ରମାଗତ ଭାବେ ତୃତୀୟ ଦିନ ଲାଗି ଡିଜେଲ ଦର ବଢିଛି । ଶେଷ ଥର ପାଇଁ ପେଟ୍ରୋଲ ଜୁଲାଇ ୧୭ରେ ବୃଦ୍ଧି ପାଇଥିବା ତୈଳ ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଦେଶର ପ୍ରମୁଖ ତୈଳ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ମଙ୍ଗଳବାର ଭୁବନେଶ୍ୱରରେ ଡିଜେଲ ୨୮ ପଇସା ଏବଂ ପେଟ୍ରୋଲ୨୨ ପଇସା ବୃଦ୍ଧି ହୋଇଛି ।

ଫଳରେ ଡିଜେଲ ଲିଟର ପିଛା ୯୭.୬୭ ଟଙ୍କା ଏବଂ ପେଟ୍ରୋଲ ୧୦୨.୨୬ ଟଙ୍କାରେ ବିକ୍ରି ହେଉଛି । ସେହିଭଳି କଟକରେ ଡିଜେଲ ଲିଟର ପିଛା ୯୮.୦୧ ଟଙ୍କା ଓ ପେଟ୍ରାଲ ୧୦୨.୬୧ ଟଙ୍କାରେ ପହଞ୍ଚିଛି । ସେହିପରି ନୂଆଦିଲ୍ଲୀରେ ମଧ୍ୟ ଡିଜେଲ ୨୫ ପଇସା ଏବଂ ପେଟ୍ରୋଲ୨୦ ପଇସା ବଢିଥିବା ଜଣାପଡିଛି । ଫଳରେ ସେଠାରେ ଡିଜେଲ ଲିଟର ପିଛା ୮୯.୫୭ଟଙ୍କା ଏବଂ ପେଟ୍ରୋଲ ୧୦୧.୩୯ ଟଙ୍କାରେ କାରବାର ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା