Masthead

ବୈତରଣୀ ନଦୀବନ୍ଧ ରାସ୍ତା ବିପର୍ଯ୍ୟସ୍ତ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ); ଆଖୁଆ ପଦାରୁ ବିରିଡି ପର୍ଯ୍ୟନ୍ତ ବୈତରଣୀ ନଦୀବନ୍ଧ ରାସ୍ତା ବିପର୍ଯ୍ୟସ୍ତ । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ତେସିଙ୍ଗା ପଞ୍ଚାୟତର ଆମ୍ବଗଡ଼ିଆ ନଦୀ ବନ୍ଦ ବନ୍ଧ ଧସିବା ପରେ ଆତଙ୍କିତ ଗ୍ରାମବାସୀ । ଗତକାଲି ସଂଧ୍ୟାରେ ଏହି ବନ୍ଧ ଧସିବା କାରଣରୁ ଆତଙ୍କିତ ହୋଇପଡ଼ିଛନ୍ତି ଅଞ୍ଚଳବାସୀ ।

ତେବେ ଦୀର୍ଘଦିନର ଏହି ବନ୍ଧ ଆଖୁଆପଦାରୁ ବିରିଡି ପର‌୍ୟ୍ୟନ୍ତ ବୈତରଣୀ ନଦୀ ବନ୍ଦର ରାସ୍ତା ଏବେ ମରଣଯନ୍ତ୍ରା ପାଲଟିବା ସହିତ ବନ୍ଧ ଧସିବାରେ ଲାଗିଛି । ଖବର ପାଇ ଘଟଣାସ୍ଥଳରେ ସମାଜସେବି ଉତ୍କଳ କେଶରୀ ବିଶ୍ଵାଳ ପହଁଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପ୍ରଶାସନ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକା ପାଇଁ ଆଜି ଅଞ୍ଚଳବାସୀ ଏହି ଦୁର୍ଦ୍ଦଶା ଭୋଗୁଛନ୍ତି ବୋଲି କହିଥିଲେ ତେବେ ଯଥା ଶିଘ୍ରସ୍ଥାୟୀ ସମାଧାନ ନିମନ୍ତେ ସରକାରଙ୍କ ନିକଟରେ ଦାବି କରିଛନ୍ତି ଉତ୍କଳ କେଶରୀ ବିଶ୍ୱାଳ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା