Masthead

ଭାରତ ଫେରୁଛନ୍ତି ଆରଜେଡି ସୁପ୍ରିମୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଫେରୁଛନ୍ତି ଆରଜେଡି ସୁପ୍ରିମୋ ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାନ ଯାଦବ । ସିଙ୍ଗାପୁରରେ ସଫଳ କିଡ଼ନୀ ପ୍ରତିରୋପଣ ପରେ ଶନିବାର ଭାରତ ଫେରିବେ। ଏନେଇ ଲାଲୁଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ କରି ସେ ସମର୍ଥକଙ୍କୁ ଧନ୍ୟବାଦ ଜଣାଇବା ସହ ବାପାଙ୍କୁ ଭେଟିବାକୁ ଚାହୁଁଥିବା ସମର୍ଥକଙ୍କୁ ସତର୍କତା ଅବଲମ୍ବନ କରିବାକୁ  ନିବେଦନ କରିଛନ୍ତି। ଗତ ବର୍ଷ ଡିସେମ୍ବର ୨ରେ ଲାଲୁ ପ୍ରସାଦ ସିଙ୍ଗାପୁରର ମାଉଣ୍ଟ ଏଲିଜାବେଥ ହସ୍ପିଟାଲରେ କିଡ଼ନୀ ପ୍ରତିରୋପଣ କରାଯାଇଥିଲା। ତାଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଲାଲୁ ଯାଦବଙ୍କୁ କିଡ଼ନୀ ଦେଇଥିଲେ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ