Masthead

ଭାରତ ଫେରୁଛନ୍ତି ଆରଜେଡି ସୁପ୍ରିମୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଫେରୁଛନ୍ତି ଆରଜେଡି ସୁପ୍ରିମୋ ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାନ ଯାଦବ । ସିଙ୍ଗାପୁରରେ ସଫଳ କିଡ଼ନୀ ପ୍ରତିରୋପଣ ପରେ ଶନିବାର ଭାରତ ଫେରିବେ। ଏନେଇ ଲାଲୁଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ କରି ସେ ସମର୍ଥକଙ୍କୁ ଧନ୍ୟବାଦ ଜଣାଇବା ସହ ବାପାଙ୍କୁ ଭେଟିବାକୁ ଚାହୁଁଥିବା ସମର୍ଥକଙ୍କୁ ସତର୍କତା ଅବଲମ୍ବନ କରିବାକୁ  ନିବେଦନ କରିଛନ୍ତି। ଗତ ବର୍ଷ ଡିସେମ୍ବର ୨ରେ ଲାଲୁ ପ୍ରସାଦ ସିଙ୍ଗାପୁରର ମାଉଣ୍ଟ ଏଲିଜାବେଥ ହସ୍ପିଟାଲରେ କିଡ଼ନୀ ପ୍ରତିରୋପଣ କରାଯାଇଥିଲା। ତାଙ୍କ ଝିଅ ରୋହିଣୀ ଆଚାର୍ଯ୍ୟ ଲାଲୁ ଯାଦବଙ୍କୁ କିଡ଼ନୀ ଦେଇଥିଲେ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ