Masthead

ନବୀନବାବୁଙ୍କ ଯୋଜନା ବିରୋଧୀଙ୍କ ଟେନସନ ବଢାଉଛି: ରାଜେନ୍ଦ୍ର ଢୋଲକିଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ଜବାବ ରଖିଛି ବିଜେଡି । ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ କହିଛନ୍ତି ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଲୋକଙ୍କ ପାଖକୁ ଯିବା ସହ ଲୋକଙ୍କୁ ଫୋନ କରି ଯାହା ଅଭିଯୋଗ ଆସିବ ତହାର ସମାଧାନ କରାଯିବ । ଏହା ସ୍ୱାଗତ ଯୋଗ୍ୟ ପଦକ୍ଷେପ । ବିକାଶକୁ ବିରୋଧ ନ କରି କମ୍ପିଟିସନ କରନ୍ତୁ ଲୋକଙ୍କୁ ଅଧିକ ଦେବାକୁ ଚେଷ୍ଟା କରନ୍ତୁ । ସେ ଆହୁରି ମଧ୍ୟ କହିଛନ୍ତି ନବୀନବାବୁ ଯେଉଁ ଯୋଜନା କରୁଛନ୍ତି ତାହା ବିରୋଧୀଙ୍କ ଟେନସନ ବଢାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ