Masthead

ଟ୍ୟାଙ୍କର୍-ପିକଅପ୍ ଧକ୍କା,୬ ଶ୍ରମିକ ମୃତ

ଭୋପାଳ (ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶର ଧର ଜିଲ୍ଲାରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ଜିଲ୍ଲାର ତିରାଲା ପୋଲିସ ଥାନା ଅନ୍ତର୍ଗତ ଇନ୍ଦୋର-ଅହମ୍ମଦାବାଦ ଜାତୀୟ ରାଜପଥରେ ଥିବା ଚିଖାଲିଆ ଗାଁ ନିକଟରେ ଏହି ଘଟଣା ଘଟିଛି। ଯେଉଁଥିରେ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ଜଣ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ଅନେକ ଗୁରୁତର ଥିବା କୁହାଯାଉଛି । ଗତକାଲି ବିଳମ୍ବିତ ରାତିରେ ଶ୍ରମିକମାନେ ଏକ ପିକଅପରେ କାମଧନ୍ଦା ଅନ୍ୱେଷଣରେ ଯାଉଥିଲେ । କୌଣସି କାରଣରୁ ଗାଡ଼ିଟି ଚିଖାଲିଆ ଗାଁ ନିକଟରେ ଅଟକିଥିଲା । ଏହି ସମୟରେ ପଛରୁ ଆସୁଥିବା ଟ୍ୟାଙ୍କର୍ ପିକଅପକୁ ଧକ୍କା ଦେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ