ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୨ଜୀବନ

ଆସିକା(ବଡ଼ ଖବର ବ୍ୟୁରୋ): ସ୍କୁଟିକୁ ଧକ୍କା ଦେଲା ବସ୍ । ୨ସ୍କୁଟି ଆରୋହୀ ମୃତ । ଆସିକା କୋଟିନଡ଼ା ଥାନା କଲେଜ ଛକ ନିକଟରେ ଦୁର୍ଘଟଣା ଘଟିଛି । ବସ୍ ଡ୍ରାଇଭରକୁ ଅଟକ ରଖିଲା ପୋଲିସ । ବସ୍ଟି ଆସିକାରୁ ଭୁବନେଶ୍ୱର ଅଭିମୁଖେ ଆସିବା ବେଳେ ଦୁର୍ଘଟଣା । ଦୁଇ ମୃତ ଵ୍ୟକ୍ତି ହେଲେ ବ୍ରହ୍ମପୁର ଗୋସାଇଁ ନୂଆଗାଁର ପି.ରାଜେଶ ଓ କୁନାଲ କୁମାର ସାହୁ । କୋଟିନଡ଼ା ପୋଲିସ ଘଟଣାସ୍ଥଳରେ ପହଂଚି ଶବକୁ ଜବତ କରି ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ