Masthead

ଓଲଟିଲା ଯାତ୍ରୀବାହୀ ବସ୍, ୪ ଗୁରୁତର

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା କଷାଫଳ ଡିଗ୍ରିପାହି ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୪ଜଣ ଗୁରୁତର ଥିବା ବେଳେ ତାଙ୍କୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସରେ ୧୫ରୁ ଅଧିକ ଯାତ୍ରୀ ରହିଥିଲେ । ଆଜି ସକାଳେ ପ୍ରଭୁଜୀ ନାମକ ଏକ ଘରୋଇ ବସ୍ କଷାଫଳ ଛକରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ସ୍ଥାନୀୟ ଲୋକଙ୍କ ଦ୍ୱାରା ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଘଟଣା ସ୍ଥଳରେ ସିଂଲା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ