ହୁଲୁରିସିଂହା ଛକ ନିକଟରେ ସଡକ ଦୁର୍ଘଟଣା

ଅନୁଗୋଳ (ବଡ଼ ଖବର ବ୍ୟୁରୋ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ ହୁଲୁରିସିଂହା ଛକ ନିକଟରେ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତବ୍ୟକ୍ତି ଜଣଙ୍କ ହେଲେ ବଅଁରପାଳ ବ୍ଲକ ସାନ୍ତରାପୁର ଗ୍ରାମର ଶ୍ରୀଧର ମହାଳିକ । ଶ୍ରୀଧର ପଞ୍ଚମହଲା ଅଞ୍ଚଳରେ କାର୍ଯ୍ୟ କରି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ହିଁ ଶ୍ରୀଧରଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣା କିଭଳି ଘଟିଲା ପୋଲିସ ଏହାର ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ