Masthead

ପିକଅପକୁ ପିଟିଲା ଆମ୍ବୁଲାନ୍ସ

ବସ୍ତା (ବଡ଼ ଖବର ବ୍ୟୁରୋ):ପିକଅପର ପଛକୁ ପିଟିଲା ଆମ୍ବୁଲାନ୍ସ । ରୂପସା ଥାନା ୧୬ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ଜଣ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଜଳେଶ୍ୱରରୁ ବାଲେଶ୍ୱର ଯାଉଥିବା ଏକ ପିକଅପର ପଛକୁ ଭୋଗରାଇ ବ୍ଲକ ଜଳେଶ୍ୱରପୁରରୁ ରୋଗୀ ନେଇ ବାଲେଶ୍ବର ଆସୁଥିବା ୧୦୮ ଆମ୍ବୁଲାନ୍ସ ପିଟିଥିଲା। ପିକଅପଟି ମିରିଗିମୁଣ୍ଡି ଛକ ନିକଟରେ ହଠାତ ବ୍ରେକ ମାରିବା ଫଳରେ ଆମ୍ବୁଲାନ୍ସଟି ପିକଅପର ପଛପଟୁ ଧକ୍କା ଦେଇଥିଲା। ଫଳରେ ଆମ୍ବୁଲାନ୍ସର ଆଗରେ ବସିଥିବା ହେଲପର ଓ ଫାର୍ମାଶିଷ୍ଟ ଗୁରୁତର ହୋଇଥିଲା ବେଳେ ଚାଳକ ସାମାନ୍ୟ ଆହତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା