Masthead

ପିକଅପକୁ ପିଟିଲା ଆମ୍ବୁଲାନ୍ସ

ବସ୍ତା (ବଡ଼ ଖବର ବ୍ୟୁରୋ):ପିକଅପର ପଛକୁ ପିଟିଲା ଆମ୍ବୁଲାନ୍ସ । ରୂପସା ଥାନା ୧୬ ନମ୍ବର ଜାତୀୟ ରାଜପଥର ମିରିଗିମୁଣ୍ତି ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ୨ଜଣ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ଜଳେଶ୍ୱରରୁ ବାଲେଶ୍ୱର ଯାଉଥିବା ଏକ ପିକଅପର ପଛକୁ ଭୋଗରାଇ ବ୍ଲକ ଜଳେଶ୍ୱରପୁରରୁ ରୋଗୀ ନେଇ ବାଲେଶ୍ବର ଆସୁଥିବା ୧୦୮ ଆମ୍ବୁଲାନ୍ସ ପିଟିଥିଲା। ପିକଅପଟି ମିରିଗିମୁଣ୍ଡି ଛକ ନିକଟରେ ହଠାତ ବ୍ରେକ ମାରିବା ଫଳରେ ଆମ୍ବୁଲାନ୍ସଟି ପିକଅପର ପଛପଟୁ ଧକ୍କା ଦେଇଥିଲା। ଫଳରେ ଆମ୍ବୁଲାନ୍ସର ଆଗରେ ବସିଥିବା ହେଲପର ଓ ଫାର୍ମାଶିଷ୍ଟ ଗୁରୁତର ହୋଇଥିଲା ବେଳେ ଚାଳକ ସାମାନ୍ୟ ଆହତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା