Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ମୃତ ୨ଗୁରୁତର

ଭଦ୍ରକ (ବଡ଼ ଖବର ବ୍ୟୁରୋ):ଭଦ୍ରକ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ସୋମବାର ଵିଳମ୍ବିତ ରାତିରେ କାରଟି କଲିକତାରୁ ଭୁବନେଶ୍ୱର ଆସିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଦୁଇ ଆହତଙ୍କ ମଧ୍ୟରୁ ଜଣଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ