Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ମୃତ ୨ଗୁରୁତର

ଭଦ୍ରକ (ବଡ଼ ଖବର ବ୍ୟୁରୋ):ଭଦ୍ରକ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ସୋମବାର ଵିଳମ୍ବିତ ରାତିରେ କାରଟି କଲିକତାରୁ ଭୁବନେଶ୍ୱର ଆସିବା ବେଳେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ଦୁଇ ଆହତଙ୍କ ମଧ୍ୟରୁ ଜଣଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା