Masthead

୧୩ ଗାଇଙ୍କ ଉପରେ ମାଡିଗଲା ଟ୍ରକ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ): ରାସ୍ତା ଉପରେ ଶୋଇଥିବା ଗାଇଙ୍କ ଉପରେ ଚଢିଗଲା ଟ୍ରକ। ଭାରସାମ୍ୟ ହରାଇ ଚଢିଯାଇଥିବା ସୂଚନା। ପରଜଙ୍ଗ ଥାନା ବାରିହାପୂର ନିକଟରେ ଟ୍ରକ ଦୁର୍ଘଟଣା ହୋଇଥିବା ସୂଚନା । ରାସ୍ତା କଡରେ ଶୋଇଥିବା ଗାଇ ଉପରେ ଚଢିଯାଇଥିଲା ଟ୍ରକ । ଦୁର୍ଘଟଣାରେ ୧୧ଟି ଗାଇ ମୃତ୍ୟୁ ହୋଇଥିବେ ବେଳେ ୨ଟି ଗାଇ ଗୁରୁତର ଥିବା ସୂଚନା ମିଳିଛି। ଦୁର୍ଘଟଣା ଘଟାଇ ଘଟଣା ସ୍ଥଳରୁ ଟ୍ରକ ଫେରାର ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି