Masthead

ଟ୍ରକକୁ ଧକ୍କା ଦେଲା ବାଇକ, ୨ ମୃତ

ମାଥିଲି (ବଡ଼ ଖବର ବ୍ୟୁରୋ): ୩୨୬ ନମ୍ବର ଜାତୀୟ ରାଜପଥ ପାଙ୍ଗାମ ଠାରେ ଛିଡା ହୋଇଥିବା ଏକ ଟ୍ରକ କୁ ଧକ୍କା ଦେଲା ବାଇକ। ଦୁଇ ବାଇକ ଅରୋହି ମୃତ । ଦୁଇ ମୃତକଙ୍କ ମଧ୍ୟରେ ଜଣେ ଡିଭିଏଫ ଯବାନ ଥିବା ସୂଚନା । ଯବାନ ଙ୍କ ନାମ ସୁନୀଲ କୁମାର ରାଓ ଓ ଅନ୍ୟ ଜଣଙ୍କ ନାମ ରାଜେଶ କୁମାର ଭୂମିଆ ବୋଲି ଜଣା ପଡ଼ିଛି। ଦୁଇ ଜଣଙ୍କ ଘର ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ପାଙ୍ଗାମ ଅଚଂଳରେ । କାମ ସାରି ଘରକୁ ଫେରୁଥିବା ସମୟରେ ଏଭଳି ଘଟଣା ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା