Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ

ପାଲଲହଡ଼ା(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ ୧୪୯ ନମ୍ୱର ଜାତୀୟ ରାଜପଥରେ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ । ମୃତ ବ୍ୟକ୍ତି ଜଣକ ସେତ ବେହେରା । ବାତିଶୁଁଆ ଗ୍ରାମର ବୋଲି ଜଣା ପଡିଛି । ଖମରା ଠାରୁ ବାଇକ ଯୋଗେ ଦୁଇ ପିଲାଙ୍କୁ ନେଇ ଘରକୁ ଫେରିଲାବେଳେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଦୁଇ ପିଲାଙ୍କୁ ପାଲଲହଡ଼ା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ । ପୋଲିସର ବୁଝାସୁଝା ପରେ ଆନ୍ଦୋଳନରୁ ହଟିଲେ ଲୋକେ । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକଟି ଫେରାର ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ