ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମୃତ

ପାଲଲହଡ଼ା(ବଡ଼ ଖବର ବ୍ୟୁରୋ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ ୧୪୯ ନମ୍ୱର ଜାତୀୟ ରାଜପଥରେ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀ ମୃତ । ମୃତ ବ୍ୟକ୍ତି ଜଣକ ସେତ ବେହେରା । ବାତିଶୁଁଆ ଗ୍ରାମର ବୋଲି ଜଣା ପଡିଛି । ଖମରା ଠାରୁ ବାଇକ ଯୋଗେ ଦୁଇ ପିଲାଙ୍କୁ ନେଇ ଘରକୁ ଫେରିଲାବେଳେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଦୁଇ ପିଲାଙ୍କୁ ପାଲଲହଡ଼ା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହି ଘଟଣାରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ । ପୋଲିସର ବୁଝାସୁଝା ପରେ ଆନ୍ଦୋଳନରୁ ହଟିଲେ ଲୋକେ । ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକଟି ଫେରାର ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’