Masthead

ଟ୍ୟାଙ୍କର୍-ପିକଅପ୍ ଧକ୍କା,୬ ଶ୍ରମିକ ମୃତ

ଭୋପାଳ (ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶର ଧର ଜିଲ୍ଲାରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା । ଜିଲ୍ଲାର ତିରାଲା ପୋଲିସ ଥାନା ଅନ୍ତର୍ଗତ ଇନ୍ଦୋର-ଅହମ୍ମଦାବାଦ ଜାତୀୟ ରାଜପଥରେ ଥିବା ଚିଖାଲିଆ ଗାଁ ନିକଟରେ ଏହି ଘଟଣା ଘଟିଛି। ଯେଉଁଥିରେ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଥିବା ବେଳେ ୨୪ଜଣ ଆହତ ହୋଇଛନ୍ତି । ଆହତମାନଙ୍କ ମଧ୍ୟରୁ ଅନେକ ଗୁରୁତର ଥିବା କୁହାଯାଉଛି । ଗତକାଲି ବିଳମ୍ବିତ ରାତିରେ ଶ୍ରମିକମାନେ ଏକ ପିକଅପରେ କାମଧନ୍ଦା ଅନ୍ୱେଷଣରେ ଯାଉଥିଲେ । କୌଣସି କାରଣରୁ ଗାଡ଼ିଟି ଚିଖାଲିଆ ଗାଁ ନିକଟରେ ଅଟକିଥିଲା । ଏହି ସମୟରେ ପଛରୁ ଆସୁଥିବା ଟ୍ୟାଙ୍କର୍ ପିକଅପକୁ ଧକ୍କା ଦେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !