Masthead

ସଡକ ଦୁର୍ଘଟଣା ନେଲା ଜୀବନ

ପାପଡ଼ାହାଣ୍ଡି (ବଡ଼ ଖବର ବ୍ୟୁରୋ): ସଡକ ଦୁର୍ଘଟଣାରେ ୧ ମୃତ ୯ ଆହତ । ସଡକ ଦୁର୍ଘଟଣା ନେଲା ଜୀବନ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଅନ୍ତର୍ଗତ ବାବାଜିଗୁଡା ନିକଟରେ ସଡକ ଦୁର୍ଘଟଣା । ଏକ ଗଛକୁ ପିଟିହେଲା ସ୍କର୍ପିଓ ଗାଡି । ଗାଡିରେ ଥିବା ୧୦ ଜଣ ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୯ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରେ ୩ ଜଣ ଅତି ଗୁରୁତର ରହିଛନ୍ତି ।

ସମସ୍ତ ଆହତଙ୍କୁ ପାପଡାହାଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିବାବେଳେ ସେମାନଙ୍କ ମଧ୍ୟରୁ ଅତି ଗୁରୁତର ତିନି ଜଣଙ୍କୁ ନବରଙ୍ଗପୁର ମେଡିକାଲକୁ ସ୍ଥାନନ୍ତର କରାଯାଇଛି । ସମସ୍ତ ଯାତ୍ରୀ ହାଇଦ୍ରାବାଦକୁ କୌଣସି କାମ ପାଇଁ ଯାଇଥିଲେ ଏବଂ ନବରଙ୍ଗପୁର ଦେଇ ଝାଡ଼ଖଣ୍ଡ ଫେରୁଥିବାବେଳେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ନାମ ଆଶିଷ କୁମାର ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ