Masthead

ଲଗାଣ ବର୍ଷାରେ ଉପୁଡିଗଲା ବରଗଛ, ଯାତାୟତ ବନ୍ଦ

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷାରେ ରାଜପଥ କଡ଼ରେ ଥିବା ବଡ଼ ବରଗଛ ପଡ଼ି ରାସ୍ତା ଅବରୋଧ । ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜପଥ କଡ଼ରେ ଥିବା ଗଛ ଉପୁଡ଼ି ପଡିବା ଫଳରେ ୫୯ ଜାତୀୟ ରାଜପଥ ରେ ଯାତାୟତ ବନ୍ଦ ରହିଛି । କନ୍ଧମାଳ ଜିଲ୍ଲା ମହାସିଂ ନିକଟରେ ଗଛ ଉପୁଡି ରାସ୍ତା ଅବରୋଧ ଯୋଗୁଁ ଉଭୟ ଦିଗରେ ଯାନବାହନ ଅଟକି ରହିଛି । ବାଲିଗୁଡାରୁ ଫୁଲବାଣୀ, ଦାରିଙ୍ଗବାଡି, ରାଇକିଆ ଆଦି ସ୍ଥାନକୁ ଗାଡି ଚଳାଚଳ ବନ୍ଦ ରହିଛି । ଖବର ପାଇ ଅଗ୍ନିସେବା ବାହିନୀ ପହଞ୍ଚି ଗଛ କାଟି ସଫା କରିବାରେ ଲାଗିଛନ୍ତି । ପ୍ରବଳ ବର୍ଷ ଯୋଗୁ ଗଛ କାଟିବା କାର୍ୟ୍ୟ ବାଧାପ୍ରାପ୍ତ ହେଉଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା