Masthead

ଉଦ୍ଧାରକାର୍ଯ୍ୟରେ ବିଳମ୍ବ ହେତୁ ପରିବାର ଲୋକଙ୍କ ରାସ୍ତାରୋକ

କଳାହାଣ୍ଡି(ବଡ଼ ଖବର ବ୍ୟୁରୋ); ଲାଞ୍ଜିଗଡ ଓ ନର୍ଲା ବ୍ଲକ ସୀମାନ୍ତ ଧୂଷଗୁଡା ରେତ ଡ୍ୟାମରେ ଭବାନୀପାଟଣା ବିକାଶ କଲେଜର ସାଲୁ ପଣ୍ଡା ନାମକ ଛାତ୍ର ଗତକାଲି ପାଣିରେ ବୁଡି ନିଖୋଜ ହୋଇଯାଇଛନ୍ତି । ଏହି ଖବର ପ୍ରସାରିତ ହେବାପରେ ନର୍ଲା ପୋଲିସ, ନର୍ଲା ଓ ଭବାନୀପାଟଣା ଅଗ୍ନିଶମ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା ।

କିନ୍ତୁ ରାତି ହେବା ଯୋଗୁଁ ଉଦ୍ଧାର କାର୍ଯ୍ୟ ବନ୍ଦ କରାଯାଇଥିଲା । ଆଜି ପୁଣି ଓଡ୍ରାଫ ଦଳ ପକ୍ଷରୁ ଉଦ୍ଧାର କାର୍ଯ୍ୟ କରାଯିବ । କିନ୍ତୁ ନିଖୋଜର ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ପତ୍ତା ମିଳି ନାହିଁ । ନିଖୋଜ ଛାତ୍ରଙ୍କ ପରିବାର ଲୋକେ ପ୍ରଶାସନ ଅବହେଳାକୁ ନେଇ ଛିତିକୁଡା ଛକରେ ରାସ୍ତା ରୋକ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି