Masthead

ପୋଖରୀ ନିଲାମକୁ କେନ୍ଦ୍ରକରି ରାସ୍ତା ଅବରୋଧ

ନରସିଂହପୁର(ବଡ଼ ଖବର ବ୍ୟୁରୋ):ଯୋଡୁମ ଗାଁରେ ପୋଖରୀ ନିଲାମକୁ ନେଇ ତେଜୁଛି ବିବାଦ । ସକାଳୁ ଗ୍ରାମବାସୀମାନେ ଏକତ୍ରିତ ହୋଇ ରାସ୍ତା ଅବରୋଧ କରିଛନ୍ତି । ପଞ୍ଚାୟତ ପ୍ରତିନିଧି ଓ ପ୍ରଶାସନିକ ଅଧିକାରୀଙ୍କର ମଧୁଚନ୍ଦ୍ରିକାରେ ପୋଖରୀ ନିଲାମକୁ ବିରୋଧ କରିଛନ୍ତି ଗ୍ରାମବାସୀ ।

ପୂର୍ବରୁ ଗ୍ରାମବାସୀମାନେ ପୋଖରୀରେ ମାଛଚାଷ କରି ଅଧିକ ଲାଭ ଉପାର୍ଜନ କରୁଥିଲେ । ସେହିପରି ମୁଣ୍ଡାବନ୍ଧ ପୋଖରୀରେ ଥିବା ୩୩ ଡେସିମିଲ ଜାଗାକୁ ମଧ୍ୟ ପଞ୍ଚାୟତ ଦଖଲକୁ ନେଇଛି । ଯେଉଁଠିକି ଯୋଡୁମ ଗ୍ରାମବାସୀମାନେ ଥିଲେ । ଏହାର ପ୍ରତିବାଦରେ ଆଜି ଗ୍ରାମବାସୀମାନେ ରାସ୍ତା ଅବରୋଧ କରିଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତିକୁ ନିୟନନ୍ତ୍ରଣ କରିବା ପାଇଁ ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା