Masthead

ବିଦ୍ୟୁତକାଟ ପ୍ରତିବାଦରେ ରାସ୍ତାରୋକ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ); ଦୀର୍ଘଦିନ ହେବ ଗୋଷାଣୀ ନୂଆ ଗାଁ ଅଞ୍ଚଳରେ ପ୍ରାୟ ରାତ୍ରି ୭ରୁ୮ ଘଣ୍ଟା ଧରି ଅଘୋଷିତ ବିଦ୍ୟୁତ କାଟ ଯୋଗୁ ପୂର୍ବରୁ ମଧ୍ୟ ସମାଧାନ ଦାବିରେ ଲୋକେ ରାଜରାସ୍ତାକୁ ଓହ୍ଳାଇଥିଲେ । ପ୍ରତିଶ୍ରୁତି ପରେ ଚୁପ୍ ଥିଲେ  ସାଧାରଣ ଲୋକେ । ହେଲେ ଆଜି ପର୍ଯ୍ୟନ୍ତ ସମାଧାନ ନହେବା କାରଣରୁ ଆଜି ପୁଣି ଲୋକେ ରାସ୍ତାରୋକ କରିବା ସହ ଟାଟାର କର୍ମଚାରୀ ଓ କନିଷ୍ଠ ଯନ୍ତ୍ରୀଙ୍କୁ ଅଟକ ରଖିଥିଲେ । ଖବର ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା । ଆଗକୁ ପିଲାଙ୍କ ପରୀକ୍ଷା ଥିବାରୁ ତୁରନ୍ତ ସମାଧାନ କରିବାକୁ ଦାବି କରାଯାଇଛି ନଚେତ ପୁଣି ରାସ୍ତାରୋକ କରି ପ୍ରତିବାଦ କରାଯିବ ବୋଲି ଚେତାବନୀ ଦେଇଛନ୍ତି ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ