Masthead

ଧସିଲା ମାଟି ଅତଡ଼ା, ଯାନବାହନ ଠପ

କୋରାପୁଟ (ବଡ଼ ଖବର ବ୍ୟୁରୋ): ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡ଼ା, ରାସ୍ତା ଅବରୋଧ ଯାନବାହନ ଠପ। କୋରାପୁଟ ଜିଲ୍ଲା ନାରାୟଣପାଟଣା ତଳଗୁମାଣ୍ଡି ପଞ୍ଚାୟତ ବରିପୁଟରେ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡା ଓ ପଥର ଧସିଛି। ଫଳରେ ରାସ୍ତା ଉପରେ ପଥର ପଡ଼ି ରହିଛି । ଏଥିଯୋଗୁ ରାସ୍ତାର ଉଭୟ ପଟେ ବହୁ ସଂଖ୍ୟାରେ ଗାଡ଼ିମୋଟର ଯାତାୟାତ ବାଧାପ୍ରାପ୍ତ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଟିମ୍‌ ପହଞ୍ଚି ମାଟି ଅତଡ଼ା ହଟାଇବା କାମ ଆରମ୍ଭ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା