Masthead

ବାଲି ମାଫିଆଙ୍କ କବଜାରେ ରାସ୍ତା

ଟାଙ୍ଗୀ(ବଡ଼ ଖବର ବ୍ୟୁରୋ):  ୪ ମାସ ନପୂରୁଣୁ ରାସ୍ତାରୁ ଉଠୁଛି ଛେଲା ଛେଲା ପିଚୁ । ମରଣଯନ୍ତା ପାଲଟିଛି କଟକ ଜିଲ୍ଲା ଚୌଦ୍ୱାର ବ୍ଲକ ଟିକର ଜଗନ୍ନାଥପୁର ଆଡ଼ି ରାସ୍ତା । ଲୋକେ  ଯିବାଆସିବା ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପ୍ରଶାସନକୁ ବାରମ୍ବାର ଜଣାଇଲେ ବି ସୁଧୁରୁନି ଅବସ୍ଥା । ୮ ମାସ ତଳେ ରାସ୍ତା ଆରମ୍ଭ ପାଇଁ ଶୁଭ ଦିଆଯାଇଥିଲା ।

ରାସ୍ତାରେ ପ୍ରତିଦିନ ଶହଶହ ଚୋରା ବାଲି ବୋଝେଇ ହାଇୱା ଯାତାୟାତ ପାଇଁ ଏହି ରାସ୍ତା ପାଲଟିଛି ମରଣଯନ୍ତା । ମାର୍ଚ୍ଚ ୬ରେ ବିଧାୟକ ପ୍ରଶାନ୍ତ ବେହେରାଙ୍କ ଦ୍ୱାରା ଏହି ରାସ୍ତାର ଶୁଭ ଦିଆଯାଇଥିଲା । କିନ୍ତୁ ୪ ମାସ ହେବ କାମ ସରିଥିଲେ ମଧ୍ୟ ରାସ୍ତା ପାଲଟିଛି ମରଣଯନ୍ତା । ଏ ନେଇ ଗ୍ରାମବାସୀ ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ ସୁଫଳ ମିଳିପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ   🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ୭ ଯାଇଛି ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଗଭୀର ଅବପାତ ନେଇ IMDର ବଡ଼ ସୂଚନା, ୨୩ ରାତିରେ ଉପକୂଳ ଛୁଇଁବ