Masthead

ଅଭିଯୋଗ କଲେ କେହି ଶୁଣୁନାହାନ୍ତି

କାକଟପୁର (ବଡ଼ ଖବର ବ୍ୟୁରୋ): ସାଧାରଣତଃ ମନ୍ତ୍ରୀଙ୍କୁ ଅଭିଯୋଗ କଲେ ସମସ୍ୟାର ସମାଧାନ ହୋଇଥାଏ । ମାତ୍ର କାକଟପୁରରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି । ମରଣଜନ୍ତା ପାଲଟିଛି କାକଟପୁର-ବଇତକୁଦ ରାସ୍ତା । ୨୦୧୮ରେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ କାକଟପୁର-କୁଣ୍ଡେଇ ଭାୟା ବୋଇତକୁଦ ରାସ୍ତାକାମ ଆରମ୍ଭ ହୋଇଥିଲା । ଧାର୍ଯ୍ୟ ସମୟର ବର୍ଷେ ବିତିକାବୁ ବସିଲାଣି, ଏଯାଏଁ ସରୁନି କାମ । ବିଭିନ୍ନ ସ୍ଥାନରେ ଜବରଦଖଲ ଉଚ୍ଛେଦ କରାଯାଇ ନାହିଁ । ରାସ୍ତାର ୧୦୦ ମିଟର ଖାଲଖମାରେ ପରିପୂର୍ଣ୍ଣ । ଅସରାଏ ବର୍ଷା ହେଲେ ରାସ୍ତାରେ ପାଣିଜମି ରହୁଛି । ଯାତାୟତ ଠପହୋଇ ଯାଉଛି । ଏନେଇ ସ୍ଥାନୀୟ ବିଧାୟକ ତଥା କ୍ରୀଡାମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ସୁଫଳ ମିଳୁନାହିଁ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ