Masthead

କୁତ୍କାଝୋଲା ଗାଁକୁ ରାସ୍ତା ନଥିବାରୁ ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ଲକ୍ଷ୍ମୀପୁର ବ୍ଲକ ସଦର ମହକୁମା ଠାରୁ ମାତ୍ର ୩/୪ କିଲୋମିଟର ଦୂରରେ ଥିବା କୁତ୍କାଝୋଲା ଗାଁକୁ ଆଜି ପର୍ଯ୍ୟନ୍ତ ଖଣ୍ଡିଏ ପକ୍କା ରାସ୍ତା ନାହିଁ । ଫଳରେ ଏହି ଗ୍ରାମର ଲୋକେ ଅନେକ ସମସ୍ୟାର ସମ୍ମୁଖିନ ହେଉଥିଲେ ସୁଦ୍ଧା କୈାଣସି ରାଜନେତା କିମ୍ବା ପ୍ରଶାସନ ଦୃଷ୍ଟିକୁ ଆସୁନି । ଏହି ଗ୍ରାମର ଲୋକେ ରୋଗରେ ଆକ୍ରାନ୍ତ ହେଲେ କିମ୍ବା ଗର୍ଭବତୀ ମହିଳା ମାନେ ମେଡିକାଲ ଯିବାକୁ ହେଲେ ଆମ୍ବୁଲାନ୍ସ ଆସିପାରୁନି । ଫଳରେ ଗର୍ଭବତୀ ମହିଳାଙ୍କୁ ଖଟିଆ ଭାରରେ ବୋହି ମେଡିକାଲକୁ ଆଣନ୍ତି । ବିଡ଼ିଓ ଠାରୁ ଆରମ୍ଭ କରି ଜିଲ୍ଲାପାଳ ପର୍ଯ୍ୟନ୍ତ ଗାଁ ଲୋକେ ରାସ୍ତା ଟିଏ ପାଇଁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ । ଫଳରେ ଚଳିତ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି କୁତ୍କାଝୋଲା ଗ୍ରାମବାସୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ