Masthead

କୁତ୍କାଝୋଲା ଗାଁକୁ ରାସ୍ତା ନଥିବାରୁ ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ଲକ୍ଷ୍ମୀପୁର ବ୍ଲକ ସଦର ମହକୁମା ଠାରୁ ମାତ୍ର ୩/୪ କିଲୋମିଟର ଦୂରରେ ଥିବା କୁତ୍କାଝୋଲା ଗାଁକୁ ଆଜି ପର୍ଯ୍ୟନ୍ତ ଖଣ୍ଡିଏ ପକ୍କା ରାସ୍ତା ନାହିଁ । ଫଳରେ ଏହି ଗ୍ରାମର ଲୋକେ ଅନେକ ସମସ୍ୟାର ସମ୍ମୁଖିନ ହେଉଥିଲେ ସୁଦ୍ଧା କୈାଣସି ରାଜନେତା କିମ୍ବା ପ୍ରଶାସନ ଦୃଷ୍ଟିକୁ ଆସୁନି । ଏହି ଗ୍ରାମର ଲୋକେ ରୋଗରେ ଆକ୍ରାନ୍ତ ହେଲେ କିମ୍ବା ଗର୍ଭବତୀ ମହିଳା ମାନେ ମେଡିକାଲ ଯିବାକୁ ହେଲେ ଆମ୍ବୁଲାନ୍ସ ଆସିପାରୁନି । ଫଳରେ ଗର୍ଭବତୀ ମହିଳାଙ୍କୁ ଖଟିଆ ଭାରରେ ବୋହି ମେଡିକାଲକୁ ଆଣନ୍ତି । ବିଡ଼ିଓ ଠାରୁ ଆରମ୍ଭ କରି ଜିଲ୍ଲାପାଳ ପର୍ଯ୍ୟନ୍ତ ଗାଁ ଲୋକେ ରାସ୍ତା ଟିଏ ପାଇଁ ଜଣାଇଥିଲେ ସୁଦ୍ଧା କୌଣସି ସୁଫଳ ମିଳୁନାହିଁ । ଫଳରେ ଚଳିତ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି କୁତ୍କାଝୋଲା ଗ୍ରାମବାସୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି