ବେଦାନ୍ତ ପକ୍ଷରୁ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ଆୟୋଜିତ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଏମ ସି ଏଲର ଲଖନପୁର ଖୋଲା ଖଦାନ ଏରିଆର ସାଇଡିଂରେ ଝାରସୁଗୁଡ଼ାର ବେଦାନ୍ତ କମ୍ପାନୀ,ଏମ ସି ଏଲ, ମା ସମଲେଶ୍ଵରୀ ଟ୍ରକ୍ ମାଲିକ ସଂଘ, ଆୟୁଷ ରୋଡ ଲାଇନ୍ସ ପକ୍ଷରୁ ସଡ଼କ ସୁରକ୍ଷା ଜଗରୁକତା କାର୍ଯ୍ୟକ୍ରମ ଆୟାଜିତ । ଏହି ଶିବିରରେ ବେଦାନ୍ତ କମ୍ପାନୀ,ଏମ ସି ଏଲ ତଥା ଜିଲ୍ଲା ଟ୍ରାନ୍ସପୋର୍ଟ ବିଭାଗର ଅନେକ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମ ଉପସ୍ଥିତ ଟ୍ରକ ଡ୍ରାଇଭରମାନଙ୍କୁ ନାଟକ ମାଧ୍ୟମରେ ସଡ଼କ ସୁରକ୍ଷା ବିଷୟରେ ସଚେତନ କରାଯାଇଥିଲା । ରାସ୍ତାରେ କେମିତି ଗାଡ଼ି ଚଳାଇବା ତଥା ଆମେ କେମିତି ଦୁର୍ଘଟଣାକୁ କମରୁ କମ କରିପାରିବା ସେ ବିଷୟରେ ସୂଚନା ପ୍ରଦାନ କରିଥିଲେ । ସେପଟେ ଡ୍ରାଇଭରମାନଙ୍କ ପାଇଁ ମାଗଣା ସ୍ୱସ୍ଥ୍ୟ ଶିବିରର ଆୟୋଜନ ମଧ୍ୟେ କରାଯାଇଥିଲା । ଏହି କାର୍ୟ୍ୟକ୍ରମରେ ଶତାଧିକ ଟ୍ରକ୍ ଡ୍ରାଇଭର, ମାଲିକ ତଥା ଅନ୍ୟାନ୍ୟ ଅଧିକାରୀ ମଧ୍ୟ ଉପସ୍ଥିତଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’