Masthead

ପ୍ରୋଜେକ୍ଟ କାମ ନିମ୍ନମାନର

ଭୁବନେଶ୍ୱର (ବଡ ଖବର ବ୍ୟୁରୋ): ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଜୀବଜନ୍ତୁଙ୍କ ପାଇଁ ସମସ୍ତ କାର୍ୟ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି । ୨୦୧୭ରେ ନନ୍ଦନକାନନ କର୍ତ୍ତୃପକ୍ଷ ଟେଣ୍ଡର ଜରିଆରେ ଈଝଘଖ କମ୍ପାନୀକୁ ୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର କାର୍ୟ୍ୟାଦେଶ ଦେଇଥିଲେ । ଏଠାରେ ବାଘ ସଫାରୀର ମୁଖ୍ୟ ଫାଟକ, ଟିକେଟ କାଉଣ୍ଟର, ବିଶ୍ରାମଗୃହ, ସଫାରି ବସ୍ ରହଣୀସ୍ଥଳ ଓ ରାସ୍ତା ନିର୍ମାଣ କାର୍ୟ୍ୟକୁ ନେଇ ସମସ୍ତ କାର୍ୟ୍ୟ କରାଯାଉଥିଲା । ଏହି ନିର୍ମାଣାଧୀନ କାର୍ୟ୍ୟ ୨୦୨୦ ସୁଦ୍ଧା ଶେଷ ହୋଇ ନନ୍ଦନକାନନ କାର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଛି । ମାତ୍ର ଏହି କାର୍ୟ୍ୟ ନିମ୍ନମାନର ହୋଇଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ବାଘ ସଫାରୀର ମୁଖ୍ୟ ଫାଟକ କାର୍ୟ୍ୟ ଶେଷ ହୋଇଥିଲେ ସୁଦ୍ଧା ଫାଟକଟି ନଖୋଲିବାରୁ ଯାନ୍ତ୍ରିକ ତ୍ରୁଟି ଥିବା ଜଣାପଡିଛି । ସେପଟେ ବସ୍ ରହଣୀସ୍ଥଳ କାର୍ୟ୍ୟ, ଟିକେଟ କାଉଣ୍ଟର, ବିଶ୍ରାମଗୃହ ଅବସ୍ଥା କଥା କହିଲେ ନ ସରେ । ନନ୍ଦନକାନନରେ ହୋଇଥିବା ଏହି ନିମ୍ନମାନର କାର୍ୟ୍ୟର ଭିଜିଲାନ୍ସ ତଦନ୍ତ ପାଇଁ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ