Masthead

ମୃତଦେହ ରଖି ରାସ୍ତାରୋକ

କଣ୍ଟାମାଳ (ବଡ଼ ଖବର ବ୍ୟୁରୋ): ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ । ମୃତଦେହକୁ ରାସ୍ତାରେ ରଖି ହୋହାଲ୍ଲା । ସଡକ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦେବା ଲାଗି ରାସ୍ତାରୋକ କଲେ ଲୋକେ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ଓ ମନମୁଣ୍ଡା ରାସ୍ତାରୋକ କରିଛନ୍ତି ଉତ୍ୟକ୍ତଲୋକେ । ସରକାରୀ ସହାୟତା ଦାବି କରାଯାଇଛି । ଶନିବାର ରାତିରେ ଆମ୍ବଗହଣା ଗାଁର ସତ୍ୟନାରାୟଣଙ୍କ ଅଜଣା ଗାଡ଼ି ଧକ୍କାରେ ମୃତ୍ୟୁ ହୋଇଥିଲା । ତାଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇଦେବା ଲାଗି ସ୍ଥାନୀୟଲୋକେ ଏବଂ ମୃତକଙ୍କ ସମ୍ପର୍କୀୟମାନେ ରାସ୍ତାରୋକ କରିଛନ୍ତି । ଦୀର୍ଘ ସମୟ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାଶ୍ୱର୍ରେ ଶହ ଶହ ଗାଡ଼ି ଅଟକି ରହିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ