Masthead

ପାଣି ପାଇଁ ତାତିଲେ ମହିଳା

କରଞ୍ଜିଆ (ବଡ଼ ଖବର ବ୍ୟୁରୋ): ପାଣି ପାଇଁ ରାସ୍ତା ରୋକ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବିଉଁରିଆ ଗାଁରେ ପାଣି ସମସ୍ୟା ଦୂର ପାଇଁ ୨୨୦ନଂ ଜାତୀୟ ରାଜପଥର ତାଟୋ ଛକ ନିକଟରେ ମୁଖ୍ୟରାସ୍ତା ଅବରୋଧ କଲେ ଶତାଧିକ ମହିଳା । ଫଳରେ ଯାତାୟତ ବାଧାପ୍ରାପ୍ତ ହେବା ସହ ଉଭୟ ପାଶ୍ୱରେ ଅଟରହିଛି ଶହ ଶହ ଗାଡି । ଘଟଣାସ୍ଥଳରେ କରଞ୍ଜିଆ ପୋଲିସ, କରଞ୍ଜିଆ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗର ଅଧିକାରୀ ପହଁଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା