Masthead

ଫସଲ ବୀମା ଦାବି ନେଇ ରାସ୍ତାରୋକ

ବେଲପଡ଼ା, (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ ସଲଣ୍ଡି ପଞ୍ଚାୟତର ଚାଷୀ ୨୦୧୯ ଫସଲବୀମା ପାଇବାରୁ ବଞ୍ଚିତ ହୋଇଛନ୍ତି । ଏହି ଅଭିଯୋଗ ନେଇ ଆଜି ଚାଷୀମାନେ କଣ୍ଟାବାଞ୍ଜି-ବଲାଙ୍ଗୀର ରାସ୍ତା ଉଡିଙ୍ଗ ଛକଠାରେ ରାସ୍ତାରୋକ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ସଲଣ୍ଡି ପଞ୍ଚାୟତର ଚାଷୀମାନେ ୨୦୧୯ ଫସଲବୀମାରୁ ବଞ୍ଚିତ ହୋଇଛନ୍ତି। ଏହି ପଞ୍ଚାୟତକୁ ଛାଡ଼ି ଅନ୍ୟ ସବୁ ପଞ୍ଚାୟତର ଚାଷୀ ବୀମା ପାଇଛନ୍ତି ହେଲେ ସଲଣ୍ଡି ପଞ୍ଚାୟତ କାହିଁକି ବୀମାରୁ ବାଦ ପଡ଼ିଛି ବୋଲି ସେମାନେ ପ୍ରଶ୍ନ କରିଛନ୍ତି। ଚାଷୀମାନେ ଅନେକ ସମୟରେ ନିଜ ସମସ୍ୟା ନେଇ ପ୍ରଶାସନକୁ ଅଭିଯୋଗ କରିଛନ୍ତି। କିନ୍ତୁ ପ୍ରଶାସନ କୌଣସି ପଦକ୍ଷେପ ନେଇନାହିଁ । ତେଣୁ ଚାଷୀମାନେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିଥିବା କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ