Masthead

ରାସ୍ତା ପାଇଁ ରାସ୍ତାରୋକ,୧୨ ଘଣ୍ଟିଆ ରାସ୍ତା ଅବରୋଧ

ସୋନପୁର (ବଡ଼ ଖବର ବ୍ୟୁରୋ): ରାସ୍ତା ପାଇଁ ରାସ୍ତାରୋକ । ଜାତୀୟ ରାଜପଥ ପ୍ରସସ୍ତିକରଣ ଅବହେଳା ପ୍ରତିବାଦରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସଚେତନ ନାଗରିକ କମିଟି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତା ଅବରୋଧ କରାଯାଇଛି । ବରଗଡ଼ ବୋରିଗୁମା ରାସ୍ତାର ଡୁଙ୍ଗୁରିପାଲି ଠାରେ ୨୬ ନମ୍ବର ଜାତୀୟ ରାଜପଥର ଅବରୋଧ କରାଯାଇଛି । ଯାତାୟାତ ବାଧାପ୍ରାପ୍ତ ହୋଇଛି । ଜରୁରୀ ସେବା ଓ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବାଦ୍ ଦେଇ ଅନ୍ୟ ଜାନ ବାହନ ସବୁ କିଛି ବନ୍ଦ କରାଯାଇ ଥିବା କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

ଡୁଙ୍ଗୁରିପାଲି ଅଞ୍ଚଳର ଚିନାଜୁରୀ ଠାରୁ ଚେରୁପାଳି ପର୍ୟ୍ୟନ୍ତ ରାସ୍ତା ବିପର୍ଯ୍ୟୟ ହୋଇପଡିଛି ଫଳରେ ଲୋକମାନଙ୍କ ଯିବା ଆସିବା ରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି । ରାସ୍ତାର ପ୍ରଶସ୍ତୀକରଣ କାର୍ଯ୍ୟ ପାଇଁ ସ୍ଥାନୀୟ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ସହିତ ବିଭାଗୀୟ କର୍ତ୍ତୁପକ୍ଷଙ୍କୁ ସଚେତନ ନାଗରିକ କମିଟି ପକ୍ଷରୁ ଲିଖିତ ଦିଆଯାଇ ଥିଲେ ସୁଦ୍ଧା ରାସ୍ତା ପ୍ରଶସ୍ତିକରଣ କରାଯାଉ ନ ଥିବାରୁ ବାଧ୍ୟ ହୋଇ ଆଜି ଏହି ଆନ୍ଦୋଳନ କରାଯାଇଛି । ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ