Masthead

ବିଜୁଳି ପାଇଁ ତାତିଲେ ଗାଁ ଲୋକ

ବାଲିଆପାଳ (ବଡ଼ ଖବର ବ୍ୟୁରୋ): ରୌଦ୍ରତାପରେ ଜୀବ ଜଗତ୍ ତ୍ରାହି ତ୍ରାହି ଡାକୁଥିଲା ବେଳେ ବିଜୁଳି ବିଭାଗର ଘନଘନ ବିଜୁଳିକାଟ୍ ଓ ଲୋ ଭୋଲଟେଜ୍ ସମସ୍ୟା ଲୋକଙ୍କୁ ଅଧିକ ଯନ୍ତ୍ରଣା ଦେଉଛି। ଘନ ଘନ ବିଜୁଳି କାଟ୍ ଫଳରେ ଆବାଳ ବୃଦ୍ଧ ବନିତା ଗରମରେ ତ୍ରାହି ତ୍ରାହି ଡାକୁଛନ୍ତି । ବିଜୁଳି ବିଭାଗର ଅଧିକାରୀମାନଙ୍କୁ ବାରମ୍ବାର ସମସ୍ୟାର ସମାଧାନ ପାଇଁ ଗ୍ରାମବାସୀ ଦାବି କରିଥିଲେ ମଧ୍ୟ ସମାଧାନ ହେଲାନାହିଁ।

ଫଳରେ ବାଧ୍ୟହୋଇ ଆଜି ଗ୍ରାମର ମହିଳାମାନେ ରାସ୍ତା ଅବରୋଧ କରି ପ୍ରତିବାଦ କରିବାକୁ ବାଧ୍ୟ ହୋଇଛନ୍ତି। ତେବେ ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲିଆପାଳ ବ୍ଲକ ପ୍ରତାପପୁର ପଞ୍ଚାୟତର ମଣ୍ଡନାଞ୍ଜୀ ଗ୍ରାମରେ। ଗ୍ରାମର ଶତାଧିକ ମହିଳା ଆଜି ସକାଳୁ ବାଉଁଶ ଦ୍ବାରା ରାସ୍ତା ଅବରୋଧ କରିଛନ୍ତି। ତେବେ ଗ୍ରାମରେ ନୂଆ ଟ୍ରାନ୍ସଫରମର ବସାଯାଇଥିବା ବେଳେ କିଛି ଗ୍ରାହକଙ୍କୁ ସେଥିରେ କନେକ୍ସନ ନଦେବା, ଘନଘନ ବିଜୁଳି କାଟ୍ ଓ ଲୋ ଭୋଲଟେଜ୍ ପ୍ରତିବାଦରେ ଆଜିର ରାସ୍ତା ଅବରୋଧ ଓ ଧାରଣା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି