Masthead

ଲୁଟିଲେ ୧ଲକ୍ଷ ୭୨ ହଜାର ଟଙ୍କା ସହ ସୁନାଗହଣା

କଲମପୁର (ବଡ଼ ଖବର ବ୍ୟୁରୋ):  ବନ୍ଧୁକ ମୁନରେ ଲୁଟିନେଲେ ୧ଲକ୍ଷ ୭୨ ହଜାର ଟଙ୍କା ସହ ସାଢେ଼ ତିନି ତୋଳା ସୁନା ଓ ମୋବାଇଲ। କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ସାଗଯୋର ଗାଁ ରେ ବିଳମ୍ବିତ ରାତିରେ ଚାରି ଜଣ ଦୁର୍ବୁତ୍ତ ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଲୁଟି ନେଇଥିବା ଜୟପାଟଣା ଥାନାରେ ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ ଗୁରୁବାର ବିଳମ୍ବିତ ରାତିରେ ସାଗଯୋର ଗାଁର ଜୟନ୍ତ ଠାକୁରଙ୍କ ଘରେ ପଶି ୪ ଜଣ ଦୁର୍ବୃତ୍ତ ବନ୍ଧୁକ ମୁନରେ ଘରେ ଥିବା ୧ ଲକ୍ଷ ୭୨ହଜାର ଟଙ୍କା, ସାଢେ ତିନି ତୋଳା ସୁନା ଗହଣା ଓ ଗୋଟିଏ ମୋବାଇଲ ଲୁଟି ନେଇଛନ୍ତି । ଜୟପାଟଣା ଥାନା ଅଧିକାରୀ ଘଟଣା ସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା