Masthead

ବ୍ଲେଡ ମାରି ଲୁଟିଲେ, ବାଇକ୍‌ ପୋଡ଼ିଦେଲେ

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ବାଇକ୍‌ ଆରୋହୀଙ୍କୁ ମରଣାନ୍ତକ ଆକ୍ରମଣ କରି ଲୁଟ । ଦଶପଲ୍ଲା-ଭଞ୍ଜନଗର ରାସ୍ତା ସାକେଣୀ ଗାଁ ନିକଟରୁ ହୋଇଛି ଲୁଟ । ବ୍ଲେଡ୍‌ରେ ଆକ୍ରମଣ କରି ଟଙ୍କା ଲୁଟି ନେଇଛନ୍ତି ୮ ଜଣ ଦୁର୍ବୃତ୍ତ । ଆକ୍ରମଣ ପରେ ଦୁର୍ବୃତ୍ତ ବାଇକ୍‌ ପୋଡ଼ି ଫେରାର ମାରିଲେ ।

ରକ୍ତ ଜୁଡୁବୁଡୁ ଅବସ୍ଥାରେ ବାଇକ୍‌ ଆରୋହୀଙ୍କୁ ଉଦ୍ଧାର କରାଯାଇଥିବାବେଳେ ଗୁରୁତର ଅବସ୍ଥାରେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସର ପହଂଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା