Masthead

ଏଟିଏମ୍ ଭାଙ୍ଗିଲେ ଲୁଟେରା,କାଲି ହୋଇଥିଲା ଟଙ୍କା ଭର୍ତ୍ତି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିଲେ ଲୁଟେରା । ବାଲେଶ୍ବର କ୍ଷୀରଚୋରା ମନ୍ଦିର ନିକଟରେ ଥିବା ଏସ ବି ଆଇ ଏଟିଏମ ଭାଙ୍ଗି ଟଙ୍କା ଲୁଟ । ଗତ କାଲି ଏଟିଏମ ରେ ହୋଇଥିଲା ଟଙ୍କା ଭର୍ତ୍ତି । ଏଟିଏମ ରୁ କେତେ ଟଙ୍କା ଦୁର୍ବୃତ୍ତ ଲୁଟିଛନ୍ତି ଜଣାପଡିନାହିଁ । ଘଟଣାର ଅଧିକ ତଦନ୍ତ କରୁଛି ରେମୁଣା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ