Masthead

ଏଟିଏମ୍ ଭାଙ୍ଗିଲେ ଲୁଟେରା,କାଲି ହୋଇଥିଲା ଟଙ୍କା ଭର୍ତ୍ତି

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିଲେ ଲୁଟେରା । ବାଲେଶ୍ବର କ୍ଷୀରଚୋରା ମନ୍ଦିର ନିକଟରେ ଥିବା ଏସ ବି ଆଇ ଏଟିଏମ ଭାଙ୍ଗି ଟଙ୍କା ଲୁଟ । ଗତ କାଲି ଏଟିଏମ ରେ ହୋଇଥିଲା ଟଙ୍କା ଭର୍ତ୍ତି । ଏଟିଏମ ରୁ କେତେ ଟଙ୍କା ଦୁର୍ବୃତ୍ତ ଲୁଟିଛନ୍ତି ଜଣାପଡିନାହିଁ । ଘଟଣାର ଅଧିକ ତଦନ୍ତ କରୁଛି ରେମୁଣା ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ