Masthead

ବନ୍ଧୁକ ମୁନରେ ଲୁଟ

କୋଇଡା (ବଡ଼ ଖବର ବ୍ୟୁରୋ): ବନ୍ଧୁକ ଦେଖାଇ ଜନସେବା କେନ୍ଦ୍ରରୁ ଲୁଟ । ସୂଚନା ଅନୁଯାୟୀ ଗତ କାଲି ଦିନ ୨ ଟା ସମୟରେ ସୁନ୍ଦରଗଡ ଜିଲ୍ଲା କୋଇଡା ବ୍ଲକ୍ ର କେ- ବଲାଙ୍ଗ ଥାନା ଅନ୍ତର୍ଗତ ଜାମୁଢି ଠାରେ ରତ୍ନମାଲା କୁଅଁରଙ୍କ ଗ୍ରାହକ ସେବା କେନ୍ଦ୍ରରୁ ୬ଜଣ ଦୂର୍ବୁତ ବନ୍ଧୁକ ଦେଖାଇ ଲୁଟି ନେଇଛନ୍ତି ।

ହାରାହାରି ୧ ଲକ୍ଷ୍ୟ ୬୦ ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ଦୁର୍ବୃତମାନେ ୨ଟି ମଟର ସାଇକେଲରେ ଆସି ଟଙ୍କା ଲୁଟ କରି ଚମ୍ପଟ ମାରିଥିବା ଥିବା ସୂଚନା ମିଳିଛି । କେ- ବଲାଙ୍ଗ ପୋଲିସ ଘଟଣାସ୍ଥଳରେ ପହଁଚି ଯାଞ୍ଚ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ