Masthead

ପୁରୀ ସାକ୍ଷୀଗୋପାଳ ମନ୍ଦିରରୁ ଚୋରି

ପୁରୀ (ବଡ଼ ଖବର ବ୍ୟୁରୋ):ସାକ୍ଷୀଗୋପାଳ ମନ୍ଦିରରୁ ଲୁଟ୍ । ମଦନମୋହନଙ୍କ ହୁଣ୍ଡିରୁ ଚୋରି ହୋଇଛି । ଦାନ ବାକ୍ସ ସମେତ ୨୫ ଲକ୍ଷ ଟଙ୍କାର ସୁନା ରୁପା ଅଳଙ୍କାର ଲୁଟ ହୋଇଛି । ଅଳଙ୍କାର ସମେତ ସିସିଟିଭି ମନିଟରକୁ ମଧ୍ୟ ଉଠାଇ ନେଇଛନ୍ତି ଦୁବୃର୍ତ୍ତ । ସାକ୍ଷୀଗୋପାଳ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ