Masthead

କାଉନସିଲରଙ୍କ ଘରୁ କଳାକନା ବୁଲାଇଲେ ଦୁବୃର୍ତ୍ତ

ସୋର (ବଡ଼ ଖବର ବ୍ୟୁରୋ): କାଉନସିଲରଙ୍କ ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ । ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକାର କାଉନସିଲର ପବିତ୍ର ସେଠୀଙ୍କ ଅଡଙ୍ଗ ବଜାର ସ୍ଥିତ ବାସଭବନରେ କେହି ନଥିବାର ସୁଯୋଗ ନେଇ ଲୁଟ କରିଛନ୍ତି ଦୁବୃର୍ତ୍ତ । ତାଙ୍କୁ ଘରୁ ୮୦ ହଜାର ଟଙ୍କା ସମେତ ସୁନା ଗହଣା ଲୁଟ ହୋଇଛି । ପବିତ୍ର ସୋର ଥାନାରେ ଅଭିଯୋଗ କରିବା ପରେ ସୋର ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ