Masthead

କାଉନସିଲରଙ୍କ ଘରୁ କଳାକନା ବୁଲାଇଲେ ଦୁବୃର୍ତ୍ତ

ସୋର (ବଡ଼ ଖବର ବ୍ୟୁରୋ): କାଉନସିଲରଙ୍କ ଘରେ କଳାକନା ବୁଲାଇଲେ ଦୁବୃର୍ତ୍ତ । ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକାର କାଉନସିଲର ପବିତ୍ର ସେଠୀଙ୍କ ଅଡଙ୍ଗ ବଜାର ସ୍ଥିତ ବାସଭବନରେ କେହି ନଥିବାର ସୁଯୋଗ ନେଇ ଲୁଟ କରିଛନ୍ତି ଦୁବୃର୍ତ୍ତ । ତାଙ୍କୁ ଘରୁ ୮୦ ହଜାର ଟଙ୍କା ସମେତ ସୁନା ଗହଣା ଲୁଟ ହୋଇଛି । ପବିତ୍ର ସୋର ଥାନାରେ ଅଭିଯୋଗ କରିବା ପରେ ସୋର ପୋଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା