Masthead

ନାମାଙ୍କନ ଭରିଲେ ରୋହିତ ଦୁର୍ଗା

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ସାମାଜିକ କର୍ମୀ ରୋହିତ ଦୁର୍ଗା ଭବାନୀପାଟଣା ଆସନ ପାଇଁ ନିଜ ସମର୍ଥକଙ୍କ ସହ ଆସି ଉପ ଜିଲାପାଳଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଥିଲେ । ସେହିଭଳି ୨ଜଣ ପ୍ରାର୍ଥୀ ଏହି ଆସନ ପାଇଁ ନାମାଙ୍କନ ପତ୍ର ନେଇଥିବା ଜଣାପଡିଛି ।

ନର୍ଲା ବିଧାନସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନୋରମା ମହାନ୍ତି ଓ ପ୍ରଦୀପ ନାଏକ ନାମାଙ୍କନ ପତ୍ର ନେଇଥିବା ବେଳେ କଳାହାଣ୍ଡି ଲୋକସଭା ଆସନ ପାଇଁ ଦ୍ରୌପଦୀ ମାଝୀ ନାମାଙ୍କନ ପତ୍ର ନାମାଙ୍କନ ପତ୍ର ନେଇଛନ୍ତି । ଗଙ୍ଗାଧର ଜାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଲାଞ୍ଜିଗଡ଼ ଆସନ ପାଇଁ ସୁରେଶ ମାଝୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ତେବେ ଜୁନାଗଡ଼ ଓ ଧର୍ମଗଡ଼ ଆସନ ପାଇଁ କେହି ଫର୍ମ ନେଇନଥିବା ଜଣା ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା