Masthead

ରୋହିତ- ରିତିକାଙ୍କୁ ଶୁଭେଚ୍ଛା

ଆଜି ଟିମ୍ ଇଣ୍ଡିଆ ଷ୍ଟାର ଖେଳାଳି ରୋହିତ ଶର୍ମାଙ୍କ ବିବାହକୁ ୫ ବର୍ଷ ପୁରିଛି। ରୋହିତ ଶର୍ମା ୨୦୧୫ ରେ ରିତିକା ସାଜଦେହଙ୍କୁ ବିବାହ କରିଥିଲେ। ରିତିକା ଯୁବରାଜ ସିଂଙ୍କ ଭଉଣୀ ଅଟନ୍ତି । ରୋହିତ ଶର୍ମା ୨୦୧୭ ରେ ଶ୍ରୀଲଙ୍କା ବିପକ୍ଷ ମୋହାଲି ମ୍ୟାଚରେ ତାଙ୍କୁ ଭେଟିଥିଲେ । । ରିତିକା ପ୍ରାୟ ୬ ବର୍ଷ ପର୍ଯ୍ୟନ୍ତ ପରସ୍ପରକୁ ଜାଣିସାରିବା ପରେ ଏହି ପ୍ରସ୍ତାବ ଗ୍ରହଣ କରିଥିଲେ ।

ଜୁନ୍ ୨୦୧୫ ରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ମୁମ୍ବାଇର ତାଜ ହୋଟେଲରେ ଗ୍ରାଣ୍ଡ ରିସେପସନ୍ ଅନୁଷ୍ଠିତ ହୋଇଥିଲା । ତାଙ୍କର ପ୍ରଶଂସକମନଙ୍କ ସହ ମୁମ୍ବାଇ ଇଣ୍ଡିଆନସ ଏବଂ ବିସିସିଆଇ ପକ୍ଷରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ