Masthead

ରୋହିତ- ରିତିକାଙ୍କୁ ଶୁଭେଚ୍ଛା

ଆଜି ଟିମ୍ ଇଣ୍ଡିଆ ଷ୍ଟାର ଖେଳାଳି ରୋହିତ ଶର୍ମାଙ୍କ ବିବାହକୁ ୫ ବର୍ଷ ପୁରିଛି। ରୋହିତ ଶର୍ମା ୨୦୧୫ ରେ ରିତିକା ସାଜଦେହଙ୍କୁ ବିବାହ କରିଥିଲେ। ରିତିକା ଯୁବରାଜ ସିଂଙ୍କ ଭଉଣୀ ଅଟନ୍ତି । ରୋହିତ ଶର୍ମା ୨୦୧୭ ରେ ଶ୍ରୀଲଙ୍କା ବିପକ୍ଷ ମୋହାଲି ମ୍ୟାଚରେ ତାଙ୍କୁ ଭେଟିଥିଲେ । । ରିତିକା ପ୍ରାୟ ୬ ବର୍ଷ ପର୍ଯ୍ୟନ୍ତ ପରସ୍ପରକୁ ଜାଣିସାରିବା ପରେ ଏହି ପ୍ରସ୍ତାବ ଗ୍ରହଣ କରିଥିଲେ ।

ଜୁନ୍ ୨୦୧୫ ରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ମୁମ୍ବାଇର ତାଜ ହୋଟେଲରେ ଗ୍ରାଣ୍ଡ ରିସେପସନ୍ ଅନୁଷ୍ଠିତ ହୋଇଥିଲା । ତାଙ୍କର ପ୍ରଶଂସକମନଙ୍କ ସହ ମୁମ୍ବାଇ ଇଣ୍ଡିଆନସ ଏବଂ ବିସିସିଆଇ ପକ୍ଷରୁ ଶୁଭେଚ୍ଛା ବାର୍ତ୍ତା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ